ପ୍ୟାକେଟ୍‌ ଫ୍ରୁଟଜୁସ୍‌ ପିଉଥିଲେ

ତଟକା ଫଳ ଖାଇବା ଶରୀର ପାଇଁ ହିତକର। ସେହିପରି ଏହାର ରସ ବା ଜୁସ୍‌ ପିଇବା ମଧ୍ୟ ଲାଭକାରୀ ହୋଇଥାଏ। କିନ୍ତୁ ବ୍ୟସ୍ତବହୁଳ ଜୀବନରେ ଏହାକୁ ଘରେ ପ୍ରସ୍ତୁତ କରିବା ଅପେକ୍ଷା ଅଧିକାଂଶ ମାର୍କେଟ୍‌ରେ ମିଳୁଥିବା ପ୍ୟାକେଟ୍‌ ଜୁସ୍‌ ପିଉଥିବା ଦେଖିବାକୁ ମିଳିଥାଏ। ହେଲେ ଆପଣ ଜାଣନ୍ତିକି ଏହା ଶରୀର ପାଇଁ କେତେ କ୍ଷତିକାରକ! ଜାଣିରଖନ୍ତୁ ଏ ସମ୍ପର୍କରେ…

ପ୍ୟାକେଟ୍‌ ଫ୍ରୁଟ୍‌ ଜୁସ୍‌କୁ ଅଧିକ ସମୟଯାଏଁ ଷ୍ଟୋର୍‌ କରି ରଖିବାକୁ ଆର୍ଟିଫିସିଆଲ୍‌ କଲର୍‌ ମିଶାଯାଇଥାଏ, ଯାହା ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ।
ଫ୍ରୁଟଜୁସ୍‌ ପ୍ରସ୍ତୁତି କରିବା ସମୟରେ ସେଥିରେ କ୍ୟାଡମିୟମ, ଆର୍ସେନିକ୍‌ ଏବଂ ସୀସା ଇତ୍ୟାଦି ମିଶାଯାଇଥାଏ, ଯାହାକୁ ପିଇବା ଦ୍ୱାରା ମସ୍ତିଷ୍କର କାର୍ଯ୍ୟପ୍ରଣାଳୀ ଉପରେ ଖରାପ ପ୍ରଭାବ ପକାଇଥାଏ। କେବଳ ଏତିକି ନୁହେଁ, ଏହିସବୁ ହାନିକାରକ ଉପାଦାନ କ୍ୟାନ୍‌ସର ଆଶଙ୍କାକୁ ମଧ୍ୟ ବଢ଼ାଇଥାଏ।
ପ୍ରତିଦିନ ପ୍ୟାକେଟ୍‌ ଜୁସ୍‌ ପିଇବା ଦ୍ୱାରା ଗ୍ୟାସ୍‌ ସମସ୍ୟା, ଡାଇରିଆ ଏବଂ ବଦହଜମି ହୋଇଥାଏ।
ଏଥିରେ ଶର୍କରା ଏବଂ କ୍ୟାଲୋରିର ମାତ୍ରା ଅଧିକ ଥିବାରୁ ମେଦବହୁଳତା ଦେଖାଯାଏ।
ଶର୍କରାର ମାତ୍ରା ଅଧିକ ଥିବାରୁ ଓଜନ ବୃଦ୍ଧି ଏବଂ ଉଚ୍ଚ ରକ୍ତଚାପ ପରି ସମସ୍ୟା ଦେଖାଦିଏ।
ପ୍ୟାକେଟ୍‌ ଜୁସ୍‌ରେ ପ୍ରଚୁର ମାତ୍ରାରେ କୃତ୍ରିମ ମିଠା ଥିବା ବେଳେ ଫାଇବର୍‌ ମାତ୍ରା କମ୍‌ ରହିବା ଯୋଗୁ ଶରୀରରେ ଇନସୁଲିନ୍‌ର ମାତ୍ରା ବଢ଼ିଥାଏ।
ପ୍ୟାକେଡ୍‌ ଜୁସ୍‌ ପିଇବା ପରିବର୍ତ୍ତେ ଘର ତିଆରି ଫଳରସ ପିଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ...

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri