Posted inଜାତୀୟ

ପୁରସ୍କାର ପାଇଁ ନ୍ୟୁୟର୍କ ଯିବାକୁ ଦିଆଯାଇ ନ ଥିଲା

ନୂଆଦିଲ୍ଲୀ,୧୯ା୧୦: ପୁଲିଜର ପୁରସ୍କାର ବିଜେତା କଶ୍ମୀରୀ ଫଟୋଗ୍ରାଫର ସାନ୍ନା ଇର୍ସାଦ ମାଟ୍ଟୁଙ୍କୁ ଚଳିତ ବର୍ଷ ଦିଲ୍ଲୀ ବିମାନବନ୍ଦରରୁ ଦୁଇଥର ବିଦେଶ ଯିବାକୁ ଦିଆଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କର ବୈଧ ଆମେରିକା ଭିଜା ଏବଂ ଟିକେଟ ଥିବା ସତ୍ତ୍ୱେ ପୁଲିଜର ପୁରସ୍କାର ଗ୍ରହଣ କରିବା ଲାଗି ନ୍ୟୁୟର୍କ ଯିବାକୁ ଇମିଗ୍ରେଶନ କର୍ତ୍ତୃପକ୍ଷ ଛାଡ଼ି ନ ଥିଲେ। ସେହିପରି ବିନା କାରଣରେ ତାଙ୍କୁ ଦ୍ୱିତୀୟ ଥର ଲାଗି ଦିଲ୍ଲୀ ବିମାନବନ୍ଦରରେ ଅଟକାଯାଇଥିଲା। ସେ ଇତିମଧ୍ୟରେ ଇମିଗ୍ରେଶନ ବିଭାଗର ଅଧିକାରୀମାନଙ୍କୁ ଭେଟିଥିଲେ ମଧ୍ୟ କୌଣସି ଜବାବ ମିଳିନାହିଁ। ପୁରସ୍କାର ଉତ୍ସବରେ ଯୋଗଦେବା ତାଙ୍କ ପାଇଁ ଜୀବନକାଳରେ ଏକମାତ୍ର ସୁଯୋଗ ଥିଲା। ସେହିପରି ଗତ ଜୁଲାଇରେ ଏକ ପୁସ୍ତକ ଉନ୍ମୋଚନ ଉତ୍ସବ ଓ ଫଟୋ ପ୍ରଦର୍ଶନୀରେ ଯୋଗଦେବା ଲାଗି ପ୍ୟାରିସ ଯିବା ନିମନ୍ତେ ସେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚତ୍ଥିଲେ ହେଁ ତାଙ୍କୁ ଯିବାକୁ ଦିଆଯାଇ ନ ଥିଲା। ତାଙ୍କୁ ନୋ-ଫ୍ଲାଏ ତାଲିକାରେ ରଖାଯାଇଥିବା ଜମ୍ମୁ-କଶ୍ମୀର ପୋଲିସର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଜଲ୍ଟ ପୂର୍ବରୁ ଝାଡଖଣ୍ଡରେ ହୋଇଗଲା ଭିତିରିଆ ଖେଳ!

ରାଞ୍ଚି,୨୨।୧୧: ଆଜି ରାତି ପାହିଲେ ଝାଡଖଣ୍ଡ-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପ୍ରକାଶ ପାଇବ। ରାଜ୍ୟରେ ୮୧ଟି ଆସନରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଛି। ଏଠାରେ ଭାଜପା...

ମହାରାଷ୍ଟ୍ରରେ ବଡ଼ ଓଲଟପାଲଟ! ଫଳାଫଳ ପୂର୍ବରୁ ଚମକାଇଲା ଆଉ ଏକ ଏକଜିଟ୍‌ ପୋଲ୍‌

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରର ମହାଯୁଦ୍ଧକୁ ନେଇ ରାଜନୀତି ସରଗରମ ରହିଛି। ଯଦି ଭାଜପା-ଶିବସେନା ଏବଂ ଏନସିପି ନେତୃତ୍ୱରେ ମହାୟୁତି ସରକାର ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ କିଏ...

ଫଳାଫଳ ପୂର୍ବରୁ ପୋଷ୍ଟର ରାଜନୀତି: ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ସଜେଇ ଦେଲେ

ପୁଣେ,୨୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୩ରେ ପ୍ରକାଶ ପାଇବ। ଏହା ପୂର୍ବରୁ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି। ଫଳାଫଳର ଗୋଟିଏ...

ଆମେ ଦିଲ୍ଲୀ ସରକାରଙ୍କ ଜବାବରେ ସନ୍ତୁଷ୍ଟ ନାହୁଁ: ପ୍ରଦୂଷଣକୁ ନେଇ ଦିଲ୍ଲୀ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଦେଶର ରାଜଧାନୀ ପ୍ରଦୂଷିତ ହେବାରେ ଲାଗିଛି। ରାଜଧାନୀରେ ପ୍ରଦୂଷଣ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ସମୟରେ ଦିଲ୍ଲୀ ସରକାରଙ୍କ ଉତ୍ତର...

ବିବାହ ଷ୍ଟେଜରେ ବନ୍ଧୁଙ୍କୁ ଉପହାର ଦେଉଥିବା ବେଳେ ହେଲା ହାର୍ଟ ଆଟାକ୍‌…, ଦେଖନ୍ତୁ ଭିଡିଓ

ହାଇଦରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘଟଣାହେଲା, ରାଜ୍ୟର ଏକ ସ୍ଥାନରେ ଏକ ବିବାହ ଚାଲିଥିଲା, ଯେତେବେଳେ ଜଣେ...

ମାଛଧରା ବୋଟ ସହିତ ମାଡ଼ ହେଲା ନୌସେନାର ବୁଡ଼ା ଜାହାଜ, ୨ ମତ୍ସ୍ୟଜୀବୀ ନିଖୋଜ

ଭୁବନେଶ୍ୱର,୨୨।୧୧:ଗୋଆ ଉପକୂଳ ନିକଟରେ ଏକ ଭାରତୀୟ ନୌସେନା ବୁଡ଼ାଜାହାଜ ଏକ ଭାରତୀୟ ମତ୍ସ୍ୟଜୀବୀ ଜାହାଜ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଦୁଇ ଜାହାଜରେ ୧୩ ଜଣ ନାବିକ...

ମହଙ୍ଗା ପଡିଲା ଅଇଁଠା ଆଇସକ୍ରିମ ବିକିବା, ଜଣାପଡିବା ପରେ…

ଥିରୁଭାନନ୍ତପୁରମ,୨୨।୧୧: କେରଳର କୋଡୁଭାଲୀ ନିକଟ କିଜାକୋଥୁ ପଞ୍ଚାୟତରେ ଅବସ୍ଥିତ ଏକ ପପ୍ସିକଲ ଦୋକାନ ଆଇସ ମି ନିକଟରେ ଭାଇରାଲ ଭିଡିଓ ଯୋଗୁଁ ବିବାଦ ଘେରକୁ ଆସିଯାଇଛି।...

ଏକଜିଟ ପୋଲ ହୋଇଯିବ ଭୁଲ୍‌! ଫଳାଫଳ ପୂର୍ବରୁ ଏହି ଆକଳନ କରିବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ଶନିବାର ଅର୍ଥାତ୍‌ ୨୩ ନଭେମ୍ବରରେ ଆସିବ। ସେହି ଦିନ ରାଜସ୍ଥାନ ଏବଂ ୟୁପିରେ ଅନୁଷ୍ଠିତ ଉପ-ନିର୍ବାଚନର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri