ଏମ୍ସକୁ ଦେହ ଭଲ କରିବାକୁ ଯାଇଥିଲେ, ହେଲେ ମିଳିଳା ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୧୭।୧୨: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଦିଲୀପ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଯାଜପୁର ଜିଲା ଅଟଳପୁର ଗାଁର ୭୦ ବର୍ଷୀୟ ଦିଲୀପ କୁମାର ସାହୁ।
ଦିଲୀପ ଗତ ଡିସେମ୍ବର ୫ ତାରିଖରେ ଏମ୍ସ  ଅର୍ଥୋପେଡିକ ୱାର୍ଡରେ ଭର୍ତ୍ତି ହୋଇଥିଲେ। ସେ ୫ନମ୍ବର ବେଡ୍ରେ ରହୁଥିଲେ।ମଙ୍ଗଳବାର ସକାଳେ ନିଜ ବେଡ ଉପରେ ଲାଗିଥିବା ଫ୍ୟାନରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ଦିଲୀପ ରହୁଥିବା ୱାର୍ଡରେ ୧୦ ଜଣ କର୍ମଚାରୀ ନିୟୋଜିତ ଥିଲେ। ଏଥିସହ ୱାର୍ଡରେ ଆଟେନାଣ୍ଟ ଭାବେ ଦିଲୀପଙ୍କ ପାଖରେ ତାଙ୍କ ଝିଅ ରହୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ...

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ...

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image