ଇସ୍ରାଏଲ୍‌ରେ ୟୁଏସ୍‌ କେନ୍ଦ୍ରୀୟ କମାଣ୍ଡ ମୁଖ୍ୟ

ଜେରୁଜେଲମ୍‌,୭ା୧୦: ଇରାନର ରକେଟ ଆକ୍ରମଣର ଠିକଣା ଜବାବ ଦେବା ଲାଗି ଇସ୍ରାଏଲୀ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌) ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଆମେରିକାର କେନ୍ଦ୍ରୀୟ କମାଣ୍ଡ (ସେଣ୍ଟକମ୍‌) ମୁଖ୍ୟ ଜେନେରାଲ ମାଇକେଲ ଇ. କୁରିଲା ଶନିବାର ଇସ୍ରାଏଲ୍‌ରେ ପହଞ୍ଚତ୍ଛନ୍ତି। ତାଙ୍କର ଏହି ଗସ୍ତ ଇସ୍ରାଏଲ୍‌ ଏବଂ ଏହାର ଅଞ୍ଚଳିକ ସହଯୋଗୀମାନଙ୍କ ମଧ୍ୟରେ ସହଯୋଗ ବଢ଼ାଇବ ବୋଲି କୁହାଯାଉଛି। ଇରାନ ବିରୋଧରେ ଜୋର୍‌ଦାର ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତିରେ ଆମେ ଅଧିକ ସମୟ ଓ ସମ୍ବଳ ବିନିଯୋଗ କରୁଥିବା ଆଇଡିଏଫ୍‌ ମୁଖପାତ୍ର କହିଛନ୍ତି। ଇରାନ ଆକ୍ରମଣର ଗମ୍ଭୀର ପରିଣତି ଭୋଗିବାକୁ ପଡ଼ିବ ବୋଲି ଇସ୍ରାଏଲ୍‌ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର

ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ...

ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା

ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ...

ରାଗିଯାଇ ପାକିସ୍ତାନକୁ ଏମିତି ପରାମର୍ଶ ଦେଲା ଚାଇନା

କରାଚି,୭।୧୦: ରବିବାର ପାକିସ୍ତାନର କରାଚି ବିମାନବନ୍ଦର ବାହାରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା ଯେଉଁଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୮ଜଣ ଆହତ...

ମାକ୍ରୋନଙ୍କ ପାଇଁ ନେତାନ୍ୟାହୁଙ୍କ ଭିଡିଓ ବାର୍ତ୍ତା: ଅସ୍ତ୍ରଶସ୍ତ୍ର ବ୍ୟାନ୍ ବୟାନ ଉପରେ ଦେଲେ କଡା ପ୍ରତିକ୍ରିୟା

ନୂଆଦିଲ୍ଲୀ,୬।୧୦: ଗାଜାରେ ବ୍ୟବହାର ପାଇଁ ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ କରିବାକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ଆହ୍ୱାନକୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତୀବ୍ର...

ଗାଜା ମସ୍‌ଜିଦ୍‌ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍‌: ୨୪ ମୃତ, ୯୩ ଆହତ

ଜେରୁଜେଲମ୍‌,୬ା୧୦: ରବିବାର ଗାଜା ମସ୍‌ଜିଦ୍‌ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍‌ କରିଛି। ଫଳରେ ଏହି ଆକ୍ରମଣରେ ଅତି କମ୍‌ରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୩ ଜଣ...

ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ

ବେରୁଟ୍‌,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍‌ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ...

ଯେଉଁଠି କରାଯାଇଥିଲା ଗୁଳି ପୁଣି କାହିଁକି ସେଠାକୁ ଗଲେ ଟ୍ରମ୍ପ? ସାଙ୍ଗରେ ଥିଲେ ମସ୍କ

ପେନସିଲଭାନିଆ,୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଶନିବାର ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। କୌତୁହଳର ବିଷୟ,...

ସବୁଜ ହେଉଛି ଆଣ୍ଟାର୍କଟିକା

ଲଣ୍ଡନ, ୬।୧୦: ଆଣ୍ଟାର୍କଟିକା ନାଟକୀୟ ଭାବେ ସବୁଜ ହେବାରେ ଲାଗିଛି। ଗତ ୩ ଦଶନ୍ଧି ତୁଳନାରେ ବିଗତ କିଛିବର୍ଷ ମଧ୍ୟରେ ଏହି ଧାରା ୩୦%ରୁ ଅଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri