ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଭେଣ୍ଡି; ଜାଣନ୍ତୁ କିପରି କରିବେ ସେବନ…

ବର୍ତ୍ତମାନର ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଡାଇବେଟିସ ବା ମଧୁମେହ ରୋଗରେ ଯୁବକଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ଆକ୍ରାନ୍ତ ହେଉଛନ୍ତି। ଫଳରେ ଏହା ଏକ ସାଧାରଣ ରୋଗରେ ପରିଣତ ହେଲାଣି। ଡାକ୍ତରମାନେ ଏହି ରୋଗୀଙ୍କୁ ମିଠା ଜାତୀୟ ଖାଦ୍ୟ ଖାଇବାଠାରୁ ଦୂରେଇ ରହିବା ଲାଗି ପରାମର୍ଶ ଦେଇଥାନ୍ତିି। ମଧୁମେହ ଯୋଗୁ ନାନାଦି ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହେଉଥିବାରୁ ରୋଗୀଙ୍କୁ ସତର୍କ ରହିବାକୁ ଡାକ୍ତରମାନେ ପରାମର୍ଶ ମଧ୍ୟ ଦେଇଥାନ୍ତି। ତେବେ ଏହି ରୋଗୀଙ୍କ ପାଇଁ ଭେଣ୍ଡି ଖାଇବା ଭଲ। ଏହା ବରଦାନ ସଦୃଶ ହୋଇପାରେ।
ଭେଣ୍ଡିରେ ସଲ୍ୟୁବୁଲ୍‌ ଫାଇବର ରହିଥାଏ। ଏହା ମଧୁମେହ ରୋଗୀଙ୍କ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଭଲ। ୧୦୦ ଗ୍ରାମ ଭେଣ୍ଡିରେ ୭.୪୫ ଗ୍ରାମ କାର୍ବସ ରହିଥାଏ। ଏଣୁ ଏହା ମଧୁମେହ ରୋଗୀଙ୍କ ପାଇଁ ଭଲ ବୋଲି କୁହାଯାଇଥାଏ। ବିଶେଷକରି ରାତିରେ ଭେଣ୍ଡିକୁ ପାଣିରେ ଭିଜାଇ ରଖନ୍ତୁ। ପରେ ସକାଳେ ଏହାକୁ ଛାଣି ପିଇ ଦିଅନ୍ତୁ। ଏହିଭଳି ଦୁଇରୁ ତିନି ମାସ କରିବା ପରେ ଆପଣଙ୍କୁ ଲାଭ ମିଳିବ।

ତେବେ ମଧୁମେହ ରୋଗୀଙ୍କ ପାଇଁ ଶର୍କରା କମ୍‌ କରିବାର କିଛି ଟିପ୍ସ:
-ସକାଳୁ ଉଠି ଅଧାଘଣ୍ଟା ପ୍ରାତଃଭ୍ରମଣ କରନ୍ତୁ।
-ଖାଇବାରେ ଅଧିକ ଲୁଣ ଏବଂ ଚିନି ଖାଆନ୍ତୁ ନାହିଁ।
-ରାତିରେ ଦୁଇ ଚାମଚ ମେଥିକୁ ଗୋଟିଏ କପ୍‌ ପାଣିରେ ଭିଜାଇ ରଖନ୍ତୁ। ସକାଳ ଭୋଜନ କରିବା ପୂର୍ବରୁ ଏହାକୁ ସେବନ କରନ୍ତୁ।
-ପ୍ରତ୍ୟେହ ସକାଳେ ଏବଂ ସନ୍ଧ୍ୟାରେ କିଛି ସମୟ ବ୍ୟାୟାମ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ଏସବୁ ରାଶିର ବ୍ୟକ୍ତିଙ୍କ ଚମକିବ ଭାଗ୍ୟ: ବଢ଼ିବ ପଦ ପ୍ରତିଷ୍ଠା, ପ୍ରଚୁର ଧନଲାଭର ସୁଯୋଗ…

ଆଉ ଦିନ କେଇଟା ପରେ ଆରମ୍ଭ ହେବ ବର୍ଷ ୨୦୨୫। ଏହି ବର୍ଷ ଶୁକ୍ର ଗ୍ରହଙ୍କ ଚଳନରେ ୧୦ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ...

ଆପଣଙ୍କ ମକର ରାଶି କି? ଖୁସି ନେଇ ଆସୁଛି ନୂଆବର୍ଷ, ଚାକିରି-ବ୍ୟବସାୟରେ ମିଳିବ ଲାଭ; ପଢ଼ନ୍ତୁ ବାର୍ଷିକ ରାଶିଫଳ

ଆସୁଛି ନୂଆବର୍ଷ ୨୦୨୫। ଏହା ମକର ରାଶିର ଜାତକଧାରୀଙ୍କ ପାଇଁ ବେଶ ଭଲ ରହିବ। ବୃହସ୍ପତିଙ୍କ ପାଇଁ ଏହି ବର୍ଷ ଏମାନଙ୍କୁ ଖୁବ୍‌ ଲାଭ ମିଳିବ।...

ବର୍ଷ ୨୦୨୫ରେ କେଉଁ ରାଶି ପାଇଁ କେଉଁ ରଙ୍ଗ ଏବଂ ନମ୍ବର ହେବ ଭାଗ୍ୟଶାଳୀ? ଜାଣନ୍ତୁ…

ଆସୁଛି ନବବର୍ଷ ୨୦୨୫। ଏହା ସୌଭାଗ୍ୟ, ସମୃଦ୍ଧି ଏବଂ ଖୁସି ପାଇଁ ଉଲ୍ଲେଖନୀୟ ବର୍ଷ ହେବ। ଏହି ବର୍ଷରେ କେଉଁ ରାଶି ଲାଗି କେଉଁ ରଙ୍ଗ...

ନୂଆ ବର୍ଷରେ ଏହି ୩ ରାଶିଙ୍କ ଟେନସନ୍‌ ବଢ଼ାଇବେ ମଙ୍ଗଳ; ଧନହାନୀ ସହ ଆସିପାରେ ଏସବୁ ସମସ୍ୟା

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୪। ଆସିବ ନୂଆ ବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଏମିତିରେ ଅନେକେ ବର୍ଷଟି...

ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର...

କ୍ରିସ୍‌ମସ୍‌ରେ ପ୍ରିୟଜନଙ୍କୁ କେଉଁ ଗିଫ୍ଟ ଦେବା ଶୁଭ,ଜାଣନ୍ତୁ…

ଆନନ୍ଦ ଉଲ୍ଲାସର ପର୍ବ କ୍ରିସ୍‌ମସ୍‌କୁ ବେଶ୍‌ ଉତ୍ସାହ ସହକାରେ ଚାରିଆଡ଼େ ପାଳନ କରାଯାଇଥାଏ। ଏହିଦିନ ଅନେକେ ପରସ୍ପରକୁ ଗିଫ୍ଟ ଦେଇ ସୁଖଦ ଭବିଷ୍ୟତର କାମନା କରିଥାନ୍ତି।...

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri