କରୋନା ନେଇ ତତ୍ପର ହେଲା ସ୍ବାସ୍ଥ୍ୟ ବିଭାଗ: ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ୱର,୨୩।୧୨: ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇ ଉଠିଛି। ଏ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରିଲେ ମାକ୍ସ ବାଧ୍ୟତା ମୂଳକ କୁହାଯାଇଛି। ଏଭଳି ଲୋକଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନ ଠାରୁ ଦୂରେଇ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

Share