ଘରକୁ ଘର ବୁଲି କଲେ ସ୍ବାସ୍ଥ୍ୟ ପରୀକ୍ଷା

କେସିଙ୍ଗା,୨୮।୯(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଶିରୋଲ ଗ୍ରାମରେ ଗତ ୮ଦିନ ଝାଡ଼ାବାନ୍ତି ଲାଗିରହିଛି। ଦୂଷିତଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଏହି ଖବର ଧରିତ୍ରୀରେ ପ୍ରକାଶ ହେବା ପରେ ବୁଧବାର
କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ, ହରେକୃଷ୍ଣ ଧଳ, ଜିପିଓ ଜୟନ୍ତ ମୁଣ୍ଡ, ସରପଞ୍ଚ ଝରଣା ବାଗ, ପୂର୍ବତନ ସରପଞ୍ଚ ବିକ୍ରାନ୍ତ ବାଗ, ପିଇଓ ଗଜିନ୍ଦ୍ର ସାହା, ଜିଆରସ ଉପେନ୍ଦ୍ର ଗୌଡ଼ ଘରକୁ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଅନ୍ୟପକ୍ଷେ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପାନୀୟଜଳ ଆଜି ଯୋଗାଇ ଦିଆଯାଇଛି। କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିବା ରୋଗୀ ସୁସ୍ଥ ହେଉଥିବା ନେଇ ମେଡ଼ିକାଲ ଅଫିସର ଡ଼. ସୁବାଷ ଚନ୍ଦ୍ର ବେହେରା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା ପରେ ଝରିଗାଁରେ ଏତିକି ଟଙ୍କା କମିଲା ପେଟ୍ରୋଲ-ଡିଜେଲ ଦର

ଝରିଗାଁ,୩୦ା୧୦: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ପରେ ମଙ୍ଗଳବାର ରାତି୧୨ଟାରୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଥିବା ସମସ୍ତ ପେଟ୍ରୋଲ ଟାଙ୍କିରେ ପେଟ୍ରୋଲ ଓ ଡିଜେଲ...

ସରକାରୀ ରାସ୍ତା ଉଚ୍ଛେଦ ପାଇଁ ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

କେସିଙ୍ଗା,୩୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ପଞ୍ଚାୟତ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମ ନିକଟରେ ଥିବା ବିଶ୍ୱନାଥ ରାଇସ ମିଲ୍‌କୁ ସଂଯୋଗ ହୋଇଥିବା...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି…

ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର...

ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

କେନ୍ଦ୍ରାପଡ଼ା,୩୦।୧୦: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା...

କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…

କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି...

୩୫ ଲକ୍ଷ ଟଙ୍କା ବିନିମୟରେ ହେବ ସଂସ୍କୃତି ଭବନ

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକକଳା ଦିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ...

ଦୁଲୁକିଲା ଦାରିଙ୍ଗବାଡି: ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ, ବାଦ୍ୟ, ନୃତ୍ୟରେ…

ଦାରିଙ୍ଗବାଡି,୩୦।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri