ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ମା’ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିବା ସହ ରାଜ୍ୟବାସୀଙ୍କ ଉନ୍ନତି କାମନା କରିଥିଲେ।

ଏହି ଅବସରରେ ମନ୍ତ୍ରୀ ସମ୍ବଲପୁରରେ ସ୍ବାସ୍ଥ୍ୟଅଧିକାରୀଙ୍କୁ ଭେଟି ସମ୍ବଲପୁରରେ ବ୍ୟାପୁଥିବା ଜଣ୍ଡିସ୍‌ ରୋଗ ଉପରେ ସମୀକ୍ଷା କରିବେ ବୋଲି ମଧ୍ୟ ଜଣାପଡିଛି। ଏପରିକି ସେ ବୁର୍ଲା ମେଡିକାଲ ପରିଦର୍ଶନ କରିପାରନ୍ତି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର

ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ...

ଟ୍ରେଲର ପଛରେ କାର୍‌ ପିଟି ହେବା ଘଟଣା: ଚିକିତ୍ସାଧୀନ ଥିବା ଗୁରୁତର ଜଣକ ବୁଜିଲେ ଆଖି

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ. ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ଟ୍ରେଲର ପଛରେ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ...

ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ

ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ...

ଅବକାରୀ ଚଢ଼ାଉ, ୩ ଗିରଫ

ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତିନିଜଣଙ୍କୁ ଗିରଫ କରିଛି। ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri