ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ ନେଇ ହାଇକୋର୍ଟରେ ପିଟିଶନ ଦାଏର କରାଯାଇଥିଲା। ଫଳରେ ହାଇକୋର୍ଟ ପିଟିଶନକୁ ଗ୍ରହଣ କରି ମାମଲାର ଶୁଣାଣି କରିଥିଲେ।

Share