ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁପଡ଼ିଲେ ପ୍ରେମିକା

ଜଗତସିଂହପୁର,୧୧ା୭: ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ଗୁରୁବାର ପ୍ରେମିକା ମହାନଦୀକୁ ଡେଇଁ ପଡ଼ିଛନ୍ତି। ଏପରି ଅଭାବାନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ତାରତୋଲଠାରେ। ପ୍ରେମିକର ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି। ଆଜି ତାରତୋଲ ଗାଁ ଆମ୍ବତୋଟାରୁ ପ୍ରେମିକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା।

Share