Posted inVideo

Heart attack – prevention and cure | ହୃଦଘାତ ର ଚିକିତ୍ସା ଓ ତାର ପ୍ରତିକାର

Featured Video Play Icon

Massive changes in lifestyle have brought along a number of diseases on us that are on a rise. Data suggests heart disease and strokes are among the largest killers worldwide. Lack of commitment to a heart-healthy lifestyle often leads to complications that are fatal. In this video, we talk about the symptoms and causes, and also the prevention and cure of heart disease.

ଆଜିକାଲି ବ୍ୟସ୍ତ ବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଲୋକେ ନାନା ରୋଗର ଶିକାର ହେଉଛନ୍ତି । ବିଶେଷ କରି ହାର୍ଟ ସମସ୍ୟା ଏବେ ଚିନ୍ତାର କାରଣ ହୋଇଛି । ତେବେ ହୃଦରୋଗ ହେବାର କାରଣ ଓ ଏହା କାହିଁକି ହୋଇଥାଏ ଏବଂ କେମିତି କରିବେ ଏହାର ଚିକିତ୍ସା ,ଏଥିପାଇଁ କେଉଁ ସବୁ ଦିଗ ପ୍ରତି ଆମେ ଅଧିକ ଯତ୍ନବାନ ହେବା ଆବଶ୍ୟକ ଆସନ୍ତୁ ଜାଣିବା ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri