୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ରୁ ୩ ଡ଼ିଗ୍ରୀ ହ୍ରାସ ତଥା ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ନିସ୍ତାର ମିଳିବ। ମାତ୍ର ୨୫ରୁ ପୁଣି ତାପମାତ୍ରା ଅସହ୍ୟ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣି ପବନ ବିଭାଗ ସୂତ୍ରରୁ ପ୍ରକାଶ।

Share