ବରଗଡ଼ରେ ପ୍ରବଳ କୁଆପଥର ବର୍ଷା, ଉଜୁଡ଼ିଲା ଧାନଫସଲ

ବରଗଡ଼ ଅଫିସ,୨୨ା୪: ବରଗଡ଼ ଜିଲାରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ସକାଳୁ ମେଘୁଆ ପାଗ ଲାଗି ରହିଥିବା ବେଳେ ସନ୍ଧ୍ୟା ୫ଟାରୁ ଝଡ଼ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି।

ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ମିଳିଛି ସତ, କିନ୍ତୁ କୁଆପଥର ବୃଷ୍ଟି ଯୋଗୁ ଅମଳକ୍ଷମ ଅବସ୍ଥାରେ ରହିଥିବା ଚାଷୀଙ୍କ ଧାନଫସଲ ଉଜୁଡି ଯାଇଛି। ଜିଲାର ଅତାବିରା ବ୍ଲକର ଅତାବିରା, ଗୋଡ଼ଭଗା ଲସ୍ତଲା ଆଦି ଅଞ୍ଚଳରେ ଏହାର ପ୍ରଭାବ ଅଧିକ ରହିଥିଲା। ଫଳରେ ସମ୍ପୃକ୍ତ ଅଞ୍ଚଳରେ ଧାନଫସଲ ଅଧିକ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିଥିବାରୁ ଚାଷୀ ଚିନ୍ତିତ ହୋଇପଡ଼ିଛି। ଗତ କିଛିଦିନ ହେଲା ଅଜଣା ରୋଗରେ ଧାନକେଣ୍ଡା ଶୁଖି ଯାଇଥିଲା। ତା’ର ପ୍ରତିକାର ହୋଇ ପାରି ନ ଥିବା ବେଳେ କୁଆପଥର ବର୍ଷା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଜିଲା ପ୍ରଶାସନ କ୍ଷୟକ୍ଷତି ଆକଳନ କରି ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ...

ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ...

ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…

ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ।...

କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ

କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।...

ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

ଫୁଲବାଣୀ, ୨୭ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି.େରେକେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଘଟଣାର ପ୍ରକୃତ କାରଣ ଜଣା...

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ ।...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ...

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri