ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୧ ଜିଲାକୁ ଝଡ ପବନ ନେଇ ୟେଲୋ ଆଲର୍ଟ ନେଇ ପାଣିପାଗ ବିଭାଗ ପକ୍ଷର ସୂଚନା ଦିଆଯାଇଛି।

ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସେହିପରି କାଳବୈଶାଖୀ ନେଇ ଉପକୂଳ ଜିଲା ଯଥା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ ପଶ୍ଚିମ ଓଡ଼ିଶାର ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image