ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକରେ ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ ଜିଲାର ସବୁ ସ୍କୁଲ କାଲି ବନ୍ଦ ରହିବ ବୋଲି ଘୋଷଣା ହୋଇଛି।

ସୂଚନା ଅନୁଯାୟୀ, ଭଦ୍ରକରେ ଶନିବାର ସବୁ ସ୍କୁଲ-କଲେଜ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ ଓ କଲେଜ। ସରକାରୀ ସହ ବେସରକାରୀ ସ୍କୁଲ ମଧ୍ୟ ବନ୍ଦ ରହିବ ବୋଲି ଡିଇଓ ଚିଠିରେ କହିଛନ୍ତି। ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂବର୍ଲବରୁ କ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ।...

ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ  

କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ଯବତୀଙ୍କୁ ବଳାତ୍କାର କରି ଫେରାଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri