ପୁରୀରେ ପ୍ରବଳ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ: ଜଣେ ମହିଳାଙ୍କ ଜୀବନ ଗଲା, ୮ ଆହତ

ପୁରୀ,୧୨ା୮: ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆସନ୍ତାକାଲି ପାଇଁ ୧୮ଟି ଜିଲାକୁ ଜାରି ହୋଇଛି ୟେଲୋ ଓ୍ବାର୍ନିଂ। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ମଙ୍ଗଳବାର ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ୧୪ ତାରିଖରେ ଅଧିକାଂଶ ଜିଲାରେ ବର୍ଷାର ପରିମାଣ କମିପାରେ। ୧୪ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri