ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ରବିବାର ରାଜ୍ୟର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲାରେ ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ଏସବୁ ଜିଲା ସହ ସୁନ୍ଦରଗଡ଼, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ୧୦ ଓ ୧୧ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri