Posted inରାଜ୍ୟ

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି ରଥଯାତ୍ରା ଥିବାରୁ ଭକ୍ତ ଇସ୍କନ ମନ୍ଦିରରେ ଭକ୍ତମାନଙ୍କ ଗହଳି ଦେଖିବାକୁ ମିଲିଛି । ଭକ୍ତମାନେ ରାସ୍ତାକଡ଼ରେ ଗାଡ଼ି ରଖି ମନ୍ଦିରକୁ ଯାଇଥିବା ବେଳେ ବର୍ଷା ହୋଇଥିଲା । ଫଳରେ ପାଣି ଜମିଯିବାରୁ ଗାଡ଼ିଗୁଡ଼ିକ ବୁଡ଼ି ଯାଇଥିଲା ।

ତେବେ ରାଜଧାନୀରେ ଟିକେ ବର୍ଷା ହେଲେ ମଧ୍ୟ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବୁଡ଼ିଯାଏ । ଏହି ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଥିଲେ ବି ଏହାର ସ୍ଥାୟୀ ପ୍ରତିକାର ହେଇପାରୁନାହିଁ । ଏହାଛଡ଼ା ରାଜଧାନୀରେ ଜଳ ନିଷ୍କାସନ ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri