ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍‌ରୁ ପାଗ ଭଲ ଥିବାବେଳେ ହଠାତ୍‌ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି।

Fresh low-pressure area triggers heavy rain in Odisha | Bhubaneswar News - The Indian Express

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri