ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ସୂଚନା ଅନୁସାରେ, ଆସନ୍ତା ୨ ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୧୪ ଜିଲାକୁ ବିଜୁଳି ଘଡଗଡି ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଦେବଗଡ଼ ଆଦି ୨୪ ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁଛି। ସେହିଭଳି ୪ ଜିଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବାଲେଶ୍ୱରର ଅଧିକାଂଶ ଅଞ୍ଚଳ ଏବଂ ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ୨ଟି ଜିଲାର କିଛି ଅଞ୍ଚଳରେ ମୌସୁମୀ ପହଞ୍ଚିଛି । ବର୍ତ୍ତମାନ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୩-୪ଦିନ ମଧ୍ୟରେ ରାଜ୍ୟର ଏହି ୬ଟି ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri