ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri