Posted inଫୁରସତ

କାର୍‌ ଇଞ୍ଜିନ୍‌ରୁ ହେଲିକପ୍ଟର ତିଆରି

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଦେଖିବେ ଜଣେ ବ୍ୟକ୍ତି ପ୍ରଥମେ ହେଲିକପ୍ଟରକୁ ରାସ୍ତାକୁ ଆଣୁଛନ୍ତି। ଏହା ପରେ ସେ ଏହାକୁ ରାସ୍ତାରେ ଚଳାଇବା ପରେ ଆକାଶରେ ଉଡ଼ାଉଛନ୍ତି।

ଏହି ହେଲିକପ୍ଟରଟି ଭୋଲସ୍‌ଓ୍ବାଗନ ବିଟଲ ଇଞ୍ଜିନରୁ ପ୍ରସ୍ତୁତ କରାଯାଇଛି। କ୍ୟାପଶନରେ ଦର୍ଶାଯାଇଛି, କାରର ଅବଶିଷ୍ଟ ଅଂଶରୁ ହେଲିକପ୍ଟର ତିଆରି ହୋଇଛି। ପରେ ହେଲିକପ୍ଟରଟି ଆକାଶରେ ଉଡୁଥିବା ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଏହି ଭିଡିଓକୁ ଲୋକମାନେ ଖୁବ୍‌ ପସନ୍ଦ କରୁଛନ୍ତ। ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୭ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଏହା ସହିତ, ଲୋକମାନେ ଏହି ଭିଡିଓରେ ସେମାନଙ୍କର ପ୍ରତିକ୍ରିୟାକୁ ମଧ୍ୟ ଦେଇଛନ୍ତ। ଭିଡିଓ ଦେଖିବା ପରେ ଜଣେ ୟୁଜର ଲେଖିଛନ୍ତି, ପ୍ରତ୍ୟେକ ବ୍ୟକ୍ତି ଯାହା ସ୍ବପ୍ନ ଦେଖନ୍ତି ତାହା କରିପାରନ୍ତି। ସେହି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଯଦି ଆପଣଙ୍କର ପ୍ରତିଭା ଅଛି, ତେବେ ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ।

 

ଏହି ଭିଡିଓ ’@MendesOnca’ ନାମକ ଏକ ଆକାଉଣ୍ଟ ସହିତ ଶେୟାର କରାଯାଇଛି। ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଅଧିକ ଲୋକପ୍ରିୟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri