ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା ବେଳେ ବସ୍‌ ତାଙ୍କ ଉପରକୁ ମାଡ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଏକ ଯାତ୍ରୀବାହୀ ଘରୋଇ ବସ୍‌ଟି ବ୍ରହ୍ମପୁରରୁ ଡେଲାଙ୍ଗ, ବ୍ରହ୍ମଗିରି ଦେଇ ପୁରୀ ଯାଉଥିଲା। ହେଲେ ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଚଳନ୍ତା ବସ୍‌ରୁ ହେଲପର୍‌ ଖସିପଡିଥିଲେ। ପରେ ବସ୍‌ଟି ତାଙ୍କ ଉପରକୁ ଚଢି ଯାଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କରିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri