ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା ଜଣାଇଛନ୍ତି।

ପ୍ରକାଶଥାଉକି, ବରଗଡ଼ ଜିଲା ବାଞ୍ଜିବାହାଲି ଗ୍ରାମର ଦୁର୍ଯ୍ୟୋଧନ କରନଙ୍କ ଝିଅ ସୁମିତ୍ରା ସର୍ବଭାରତୀୟ ସ୍ତରରେ ମୋଟ୍‌ ୬ଟି ସିଟ୍‌ ମଧ୍ୟରୁ ଗୋଟିଏ ଅଳଙ୍କୃତ କରି ଆଇଆଇଟି, ବମ୍ବେରେ ଅର୍ଥନୀତିରେ ଡକ୍ଟରେଟ୍‌ (ପିଏଚ୍‌ଡି) କରିବାକୁ ମନୋନୀତ ହୋଇଛନ୍ତି।

ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ସୁମିତ୍ରା କରନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହିତ ପ୍ରବେଶିକା ଫି ୪୭ ହଜାର ୩୫୦ଟଙ୍କାର ସହାୟତା ରାଶି ପ୍ରଦାନ କରି ଏହା ବରଗଡ଼ ଜିଲା ପାଇଁ ଏକ ଗର୍ବର ବିଷୟ ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର

ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଐତିହାସିକ ୱାକଫ୍ ବିଲ୍ ସଂଶୋଧନ କରିବା ପରେ ଏବେ ଦେଶରେ ଏବେ ୟୁନିଫର୍ମ ସିଭିଲ୍ କୋଡ୍...

ଶିଶୁପୁତ୍ରକୁ ଅପହରଣ ନୁହେଁ ପାଳିବାକୁ ନେଇଥିବା କହିଲେ ଅଭିଯୁକ୍ତ , ହେଲେ କହିଲେନି…

ଭୁବନେଶ୍ୱର,୧୫।୪: ଭୁନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ

ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍‌ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ...

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ...

ହନୁମାନ ଜୟନ୍ତୀରେ ଗଦା ବୁଲାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଏମପି : ନାଚିଲେ ଭକ୍ତଙ୍କ ସହ

ପଦ୍ମପୁର,୧୫।.୪ (ପ୍ରଦୀପ୍ତ ଦାଶ) ଚଳିତ ବର୍ଷ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଆ ନବ ବର୍ଷ ତଥା ମହାବୀର ହନୁମାନଙ୍କ ଜନ୍ମତ୍ସବ ଅବସରରେ ବରଗଡ଼ ଜିଲା ପଦ୍ମପୁର...

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ...

KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪:ସ KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌...

ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image