Posted inଜାତୀୟ

ଝାଡ଼ଖଣ୍ଡରେ ବଡ଼ ପରିବର୍ତ୍ତନ, ହେମନ୍ତ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ

ରାଞ୍ଚି, ୨୯।୦୬: ଝାଡ଼ଖଣ୍ଡ ହାଇକୋର୍ଟ ତଥାକଥିତ ଜମି ଘୋଟାଲା ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଶୁକ୍ରବାର ଜାମିନ୍‌ ପ୍ରଦାନ କରିଛନ୍ତି । ଫଳରେ ହେମନ୍ତ ସୋରେନ୍‌ ପୁଣିଥରେ ସକ୍ରିୟ ରାଜନୀତିକୁ ଓହ୍ଲାଇବା ନେଇ ଜଣାପଡ଼ିଛି । ଆଗକୁ ଆସୁଥିବା ବିଧାନସଭା ନିର୍ବାଚନରେ ପ୍ରତିଦ଼୍ବନ୍ଦୀ ଏନ୍‌ଡିଏ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହେବାକୁ ସେ ରଣନୀତି ପ୍ରସ୍ତୁତ କରିବେ ।

ଜାନୁଆରୀ ୩୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ଼୍ବାରା ଗିରଫ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ହେମନ୍ତ ସୋରେନ୍‌ । ଦଳର ତୁଙ୍ଗ ନେତା ତଥା ହେମନ୍ତଙ୍କ ବିଶ଼୍ବସ୍ତ ଚମ୍ପାଇ ସୋରେନ୍‌ଙ୍କୁ ଦଳର ଦାୟିତ଼୍ବ ଦେବା ସହ ମୁଖ୍ୟମନ୍ତ୍ରୀ କରିଥିଲେ । ହେମନ୍ତଙ୍କ ଗିରଫଦାରୀ ସମୟରେ ଦଳ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିଲା । ତଙ୍କର ଅନୁପସ୍ଥିତିରେ ପତ୍ନୀ କଳ୍ପନା ସୋରେନ୍‌ ପ୍ରଚାର ମଙ୍ଗ ଧରିଥିଲେ । ୨୦୧୯ ଅପେକ୍ଷା ଦଳ ୨୦୨୪ ଲୋକସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିଲା । ତେବେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ସେ ଦଳର ନେତୃତ଼୍ବ ନେବେ ନା ଚମ୍ପାଇଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ଭାର ନେବେ ସେ ନେଇ ଏବେ ଦଳର ନେତାଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ...

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା...

ରାଜ୍ୟରେ ରହିବ ନାହିଁ ବେରୋଜଗାରୀ, ସରକାର କରୁଛନ୍ତି ଯୋଜନା

ଲକ୍ଷ୍ନୌ,୬।୭: ଲୋକ ସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ ଉତ୍ତରପ୍ରଦେଶର ଯୋଗୀ ସରକାର କିଛି ଯୋଜନା କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ...

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ...

ପ୍ରଶାସନିକ ବିଫଳତାରୁ ଦଳାଚକଟା

ହାଥରସ୍‌,୬ା୭: ଉତ୍ତରପ୍ରଦେଶର ହାଥ୍‌ରସ୍‌ ଜିଲାରେ ଭୋଲେ ବାବାଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଦଳାଚକଟା ଘଟି ୧୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାର ବିରୋଧୀ ଦଳ ନେତା...

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ...

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri