ବ୍ୟବସାୟୀ ପୱନ ମୁଞ୍ଜାଲଙ୍କ ଘରେ ଇଡି ଚଢାଉ

ନୂଆଦିଲ୍ଲୀ,୧।୮: ହିରୋ ମୋଟୋକର୍ପ ଚେୟାରମ୍ୟାନ ତଥା ବ୍ୟବସାୟୀ ପୱନ ମୁଞ୍ଜାଲଙ୍କ ଘରେ ମଙ୍ଗଳବାର ଇଡି ଚଢାଉ କରିଛି। ମନି ଲଣ୍ଡରିଂ ଘଟଣାର ଏକ ଅଂଶ ଭାବରେ ଏହି ଚଢାଉ ହୋଇଥିବା ଜଣାପଡିଛି। ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲଏ) ଅନୁଯାୟୀ ଦିଲ୍ଲୀ ଏବଂ ପଡୋଶୀ ଗୁରୁଗ୍ରାମରେ ଅବସ୍ଥିତ ଘରେ ଏହି ସର୍ଚ୍ଚ କରାଯାଇଥିଲା।
ସୂଚନାଯୋଗ୍ୟ, ମୁଞ୍ଜାଲଙ୍କ ନିକଟତମ ବ୍ୟକ୍ତିଙ୍କ ନିକଟରୁ ଅଘୋଷିତ ବିଦେଶୀ ମୁଦ୍ରା ମିଳିଛି। ଏହି ମାମଲାରେ ରାଜସ୍ବ ବିଭାଗ(ଡିଆରଆଇ) ମୁଦ୍ରାଗୁଡିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ...

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ...

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ...

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ...

ଏମ୍‌ପିସିଇରେ ଉଲ୍ଲେଖନୀୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୨୮।୧୨: କ୍ରମାଗତ ଭାବେ ଦେଶର ମାସିକ ମୁଣ୍ଡ ପିଛା ଉପଯୋଗ ବ୍ୟୟ (ଏମ୍‌ପିସିଇ)ର ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଗତ ୧ ଦଶନ୍ଧି ମଧ୍ୟରେ ଦେଶରେ ଏମ୍‌ପିସିଇ...

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri