ରାଜପଥ ୪ ଘଣ୍ଟା ବନ୍ଦ

ସୁନାବେଡା,୨୪ା୩(କୃତ୍ତିବାସ ପ୍ରଧାନ): ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥ ମୋହନପଡାରେ ବିଭାଗ ପକ୍ଷରୁ କାମ ଚାଲୁ ରହିଥିବା ବେଳେ ନୂଆ ମାଟି ପକାଯାଇଛି। ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ହେଲେ ରାସ୍ତା ବର୍ଷା ପାଣିରେ କାଦୁଅ ହୋଇପଡିଛି। ଏନେଇ ସୋମବାର ୪ ଘଣ୍ଟାରୁ ଊଦ୍ଧର୍‌ବ ସମୟ ଧରି ରାସ୍ତା ଜାମ ହୋଇ ଯାତାୟତ ଠପ୍‌ ହୋଇଥିଲା।

ଏପରିକି ରାସ୍ତାର ଉଭୟ ପାର୍ଶ୍ୱରେ ୫ କି.ମି. ପର୍ଯ୍ୟନ୍ତ ସମସ୍ତ ଗାଡ଼ି ମଟର ଠିଆ ହୋଇ ରହିଥିଲା। ରାସ୍ତା ଜାମ୍‌ ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ଯୋଗୁ ଏପରି ପରିସ୍ଥିତି ଉପୁଜିଥିବା ଅଭିଯୋଗ


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଭୁବନେଶ୍ୱରକୁ ଘେରିଗଲେ ପୋଲିସ, ରାଜଧାନୀରେ ଟ୍ରାଫିକ୍‌ ଜାମ୍‌

ଭୁବନେଶ୍ୱର,୨୭।୩: ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ...

ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୨୩ ଆହତ, ୩ ଗୁରୁତର

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ...

ଶିମିଳିପାଳରେ ନୂତନ ଅଦା ଜାତୀୟ ଉଦ୍ଭିଦ

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା...

ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍‌: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍‌ ସହ...

ସମସ୍ୟାଘେରରେ ବିଜ୍ରାଦର ଗାଁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ...

ଆଜି ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର,୨୭।୩ (ରବିନାରାୟଣ ଜେନା): ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ...

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ...

ରାସ୍ତାକଡ଼ରେ ପଡ଼ିଥିବା ନବଜାତ ଶିଶୁକନ୍ୟାର ଗୋଡ଼କୁ ଝୁଣି ଖାଇଲା କୁକୁର, ତଦନ୍ତ ଆରମ୍ଭ କଲା ସୁନ୍ଦରଗଡ଼ ପୋଲିସ

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ମହେଶଡିହିସ୍ଥିତ ଥିମ ପାର୍କ ନିକଟରୁ ବୁଧବାର ଏକ ନବଜାତ ଶିଶୁ କନ୍ୟାର ମୃତଦେହକୁ ଟାଉନ ଥାନା ପୋଲିସ ଜବତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image