Posted inଜାତୀୟ

ଶ୍ରମିକଙ୍କ ଉପରେ ମାଡିଗଲା କାର୍‌: ଚାଲିଗଲା ୫ ଜୀବନ

ଶିମ୍‌ଲା,୭।୩: ହିମାଚଳ ପ୍ରଦେଶର ସୋଲାନ ଜିଲାର ଧରାମପୁରରେ ମଙ୍ଗଳବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ପେଟ୍ରୋଲ ପମ୍ପ ନିକଟରେ ୮ ଶ୍ରମିକ କାମକୁ ଯାଉଥିବା ବେଳେ ଅନିୟନ୍ତ୍ରିତ ଇନୋଭା କାର୍‌ ସେମାନଙ୍କ ଉପରେ ମାଡିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଡାକ୍ତରଖାନା ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ

ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ,...

ନୂଆ ସ୍ଲୋଗାନ ସହ ଭାଜପା-ସମାଜବାଦୀ ପାର୍ଟିକୁ ଜବାବ ଦେଲେ ମାୟାବତୀ 

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶରେ ଭାଜପାର ‘ବଟେଙ୍ଗେ ତୋ କଟେଙ୍ଗେ’ ଏବଂ ସମାଜବାଦୀ ପାର୍ଟି ‘ଜୁଡେଙ୍ଗେ ତୋ ଜିତେଙ୍ଗେ’ ସ୍ଲୋଗାନ ଦେବାକୁ ନେଇ ବିଏସ୍‌ପି ମୁଖ୍ୟ ମାୟାବତୀ ନିଜର...

ଭାଜପା ଉପରେ ବଡ଼ ଅଗିଯୋଗ ଆଣିଲା କଂଗ୍ରେସ, କହିଲା ଜନତାଙ୍କୁ ବୋକା ବନଉଛି

ରାଞ୍ଚି,୨।୧୧: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେବାର ତାରିଖ ଯେତେ ପାଖେଇ ଆସୁଛି, ରାଜନୈତିକ ଦଳ ମଧ୍ୟରେ କଥା କଟାକଟି ବଢିବାରେ ଲାଗିଛି। ଏବେ...

ମାଞ୍ଝୀ ହେଉଛନ୍ତି ‘ପଲ୍‌ଟୁ’, କେବେ ଫେରିଯାଇ ଲଣ୍ଠନ ଧରିନେବେ ନିଜେ ଜାଣିପାରିବେ ନାହିଁ : ପିକେ

ନୂଆଦିଲ୍ଲୀ,୨।୧୧: ବିହାରର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ ନିର୍ବାଚନ ପ୍ରଚାରରେ ଜୋରଦାର ଆରୋପ ପ୍ରତ୍ୟାରୋପ ଚାଲିଛି। ଏହି ସମୟରେର ଜନସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା...

ଭାରତୀୟ ସେନାକୁ ବଡ଼ ସଫଳତା: ଲଶ୍କରର ଟପ୍‌ କମାଣ୍ଡର ଉସ୍‌ମାନ୍‌ର ହେଲା The End 

ଶ୍ରୀନଗର,୨।୧୧: ଜମ୍ମୁ କଶ୍ମୀରର ଶ୍ରୀନଗର ଖାନିଆର ଅଞ୍ଚଳରେ ଶନିବାର ସକାଳେ ହୋଇଥିବା ଏନକାଉଣ୍ଟରରେ ୪ ଯବାନ ଆହତ ହୋଇଥିବା ବେଳେ ଲଶ୍କର-ଏ-ତୋଇବା(ଏଲ୍‌ଇଟି)ର ଜଣେ ପାକିସ୍ତାନୀ ଆତଙ୍କବାଦୀ...

ପୁଣି ଏକ ଟ୍ରେନ ଦୁର୍ଘଟଣା! କେରଳ ଏକ୍ସପ୍ରେସରେ ପିଟି ହୋଇ ୪ ସଫେଇ କର୍ମଚାରୀଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ, ୨।୧୧: ଦକ୍ଷିଣ ଭାରତ କେରଳର ପଲକ୍କଡ ନିକଟରେ କେରଳ ଏକ୍ସପ୍ରେସ ଟ୍ରେନରେ ଧକ୍କା ହେବା ପରେ ଚାରିଜଣ ପରିମଳ ବା ସଫେଇ କର୍ମଚାରୀଙ୍କ ମୃତ୍ୟୁ...

ସରକାରଙ୍କ ଡିଜିଟାଲ ଜୀବନ ପ୍ରମାଣପତ୍ର କ୍ୟାମ୍ପେନ ଆରମ୍ଭ, ଉପକୃତ ହେବେ ୧.୮୧ ପେନସନଧାରୀ

ନୂଆଦିଲ୍ଲୀ,୨।୧୧: ପର୍ସନାଲ, ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟ ଦେଇଥିବା ସୂଚନା ଅନୁଯାୟୀ ସରକାର ଆରମ୍ଭ କରିଥିବା ସର୍ବ ବୃହତ ଅଭିଯାନ ଅଧୀନରେ ୧.୮ ଲକ୍ଷରୁ...

ଆତଙ୍କବାଦୀ ଲୁଚି ରହିଥିବା ଘରେ ନିଆଁ ଲଗାଇଦେଲେ ସେନା

ଶ୍ରୀନଗର,୨।୧୧: ଜମ୍ମୁ କଶ୍ମୀରରେ ଶନିବାର ସକାଳୁ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଭୟଙ୍କର ମୁକାବିଲା ଜାରି ରହିଥିଲା। ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri