ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରତିକ୍ରିୟା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେ କହିଛନ୍ତି ”ଓଡିଶାରେ ଇତିହାସ ସୃଷ୍ଟି! ଏହି ଐତିହାସିକ ଜନାଦେଶ ପାଇଁ ଓ ଉଭୟ ରାଜ୍ୟ ତଥା ସଂସଦରେ ସେବା କରିବା ପାଇଁ ଭାଜପା ଉପରେ ସେମାନଙ୍କର ସମ୍ପୂର୍ଣ୍ଣ ବିଶ୍ୱାସ ରଖିଥିବାରୁ ଓଡିଶାବାସୀଙ୍କୁ ଅଶେଷ ଧନ୍ୟବାଦ।

ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଭାଜପାର ପ୍ରତ୍ୟେକ କାର୍ଯ୍ୟ କରିବାକୁ ପ୍ରତିବଦ୍ଧ। ରାଜ୍ୟରେ ମୋର ପ୍ରଚାର ଅଭିଯାନ ସମୟରେ ମୁଁ ଓଡ଼ିଶା ଏବଂ ଆମ କାର୍ଯ୍ୟକର୍ତାଙ୍କ ସହ ବିତାଇଥିବା ସୁନ୍ଦର ସମୟକୁ ମୁଁ ସର୍ବଦା ମନେ ରଖିବି।”


Enter your email to get our daily news in your inbox.

All Right Reserved By Dharitri.Com

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

କେଜ୍‌ରିଓ୍ବାଲଙ୍କ ବିରୋଧରେ ଚାଲିବ ଆଇନଗତ ମକଦ୍ଦମା

ନୂଆଦିଲ୍ଲୀ, ୨୨।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଝଟକା ଲାଗିଛି। ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri