ଆମେରିକାରେ ହିନ୍ଦୁ ମନ୍ଦିରକୁ ବିକୃତ କଲେ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୪ା୧୨(ପି.ଟି.): ଆମେରିକାର କାଲିଫର୍ନିଆ ରାଜ୍ୟରେ ଥିବା ଏକ ଖ୍ୟାତନାମା ହିନ୍ଦୁ ମନ୍ଦିରକୁ ଭାରତ ବିରୋଧୀ ତତ୍ତ୍ୱମାନେ ବିକୃତ କରିଛନ୍ତି। ସମ୍ଭାବ୍ୟ ଘୃଣା ଅପରାଧକୁ ନେଇ ପୋଲିସ ତଦନ୍ତ ଚଳାଇଛି। ମନ୍ଦିର ଉପରେ ଆକ୍ରମଣକୁ ନେଇ ଭାରତ ଦୃଢ଼ ପ୍ରତିବାଦ ଜଣାଇବା ସହ ତଦନ୍ତ ଦାବି କରିଛି। ଭଙ୍ଗାରୁଜାକାରୀମାନେ ଖଲିସ୍ତାନ ସପକ୍ଷରେ ଏବଂ ଭାରତ ବିରୋଧରେ ସ୍ଲୋଗାନ ଦେଇଥିଲେ। ହିନ୍ଦୁ ଆମେରିକୀୟ ସଂଘ ସୋସିଆଲ ମିଡିଆ ଏକ୍ସ’ରେ ଏହି ଘଟଣା ଶେୟାର କରିବା ପରେ ଲୋକଲୋଚନକୁ ଆସିଛି। ନଓ୍ବୋର୍କରେ ଥିବା ସ୍ବାମୀନାରାୟଣନ ମନ୍ଦିର ବାସନା ସଂସ୍ଥାର ପ୍ରାଚୀରରେ ଦୁର୍ବୃତ୍ତମାନେ ରଙ୍ଗ ସ୍ପ୍ରେ କରି ସେଥିରେ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ସ୍ଲୋଗାନମାନ ଲେଖିଛନ୍ତି। ଏଭଳି ଉଗ୍ରପନ୍ଥୀମାନଙ୍କୁ ଆଦୌ ସ୍ଥାନ ଦିଆଯିବା ଉଚିତ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ସାନ୍‌ ଫ୍ରାନ୍ସିସ୍‌କୋରେ ଥିବା ଭାରତୀୟ ବାଣିଜି୍ୟକ ଦୂତାବାସ ଏନେଇ ଆମେରିକା କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ତଦନ୍ତ ଜାରି ରହିଛି। ସ୍ବାମୀନାରାୟଣନ ମନ୍ଦିରକୁ ବିକୃତ କରାଯିବାକୁ ଆମେ ଦୃଢ଼ ନିନ୍ଦା କରୁଛୁ ବୋଲି ସେଠାର ଭାରତୀୟ କନ୍‌ସୁଲେଟ୍‌ ପକ୍ଷରୁ ଏକ୍ସ’ରେ ପୋଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର

ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ।...

ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ

ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି।...

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ...

ବିବେକ ଦେବରୟ କିଏ? ଜେଜେ-ଜେଜେମା’ ଆସିଥିଲେ ବାଂଲାଦେଶରୁ ସେ କିନ୍ତୁ ପାଲଟି ଯାଇଥିଲେ ମୋଦିଙ୍କ ଚାଣକ୍ୟ

ନୂଆଦିଲ୍ଲୀ,୧।୧୧: ଅର୍ଥନୈତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚାଣକ୍ୟ ଥିତବା ବ୍ୟକ୍ତି ଏହି ଦୁନିଆରେ ଆଉ ନାହାଁନ୍ତି। ଯେଉଁ ବ୍ୟକ୍ତି ଦାରିଦ୍ର୍ୟର ଏକ ନୂତନ ମାନର ପ୍ରଚାର...

ଶିବକୁମାରଙ୍କ କଥା ଶୁଣି ରାଗିକି ପଞ୍ଚମ ହୋଇଗଲେ ଖାର୍ଗେ: କହିଦେଲେ…

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ‘ଶକ୍ତି’ ଯୋଜନାକୁ ପୁନର୍ବିଚାର କରିବା ବିବୃତ୍ତିରେ ରାଗିଛନ୍ତି। ଖାର୍ଗେ ଶିବକୁମାରଙ୍କୁ ସ୍ପଷ୍ଟ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri