ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍ ଖୋଲାଯାଇଥିବା ବେଳେ ଅପରାହ୍ନରେ ଆଉ ଦୁଇଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିଲା। ବର୍ତ୍ତମାନ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର