Posted inଖେଳ

ବିଶ୍ୱ ରେକର୍ଡ ଭାଙ୍ଗିଲେ ହିଟ୍‌ମ୍ୟାନ୍‌

ତ୍ରିନିଦାଦ,୨୪।୭: ପୋର୍ଟ ଅଫ ସ୍ପେନ ଠାରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ବଡ଼ ରେକର୍ଡ କରିଛନ୍ତି। ରୋହିତ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୮୦ ଏବଂ ଦ୍ୱିତୀୟ ଇନିଂସରେ ୫୭ ରନ କରିଥିଲେ। ଏହା ସହ ରୋହିତ ମହେଲା ଜୟବର୍ଦ୍ଧନେଙ୍କ ବିଶ୍ୱ ରେକର୍ଡକୁ ଭାଙ୍ଗିଛନ୍ତି।
ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ରୋହିତ ଶର୍ମା ୧୪୩ ବଲରେ ୮୦ ରନ ଇନିଂସ ଖେଳିଥିଲେ। ଦ୍ୱିତୀୟ ଇନିଂସରେ ସେ ଟେଷ୍ଟରେ ଟି-୨୦ ଭଳି ବ୍ୟାଟିଂ କରିଥିଲେ ଏବଂ ପୁନର୍ବାର ଅର୍ଦ୍ଧଶତକ ହାସଲ କରିଥିଲେ। ଏଥର ରୋହିତ ମାତ୍ର ୪୪ ବଲରେ ୫୭ ରନ ସଂଗ୍ରହ କରିଥିଲେ। ଏହା ସହିତ ସେ ଟେଷ୍ଟରେ କ୍ରମାଗତ ୩୦ତମ ଥର ଦୁଇ ଅଙ୍କ ବିଶିଷ୍ଟ ସ୍କୋର ଅତିକ୍ରମ କରିବାରେ ସଫଳ ହୋଇଥିଲେ। ବର୍ତ୍ତମାନ ସେ ଟେଷ୍ଟ କ୍ରିକେଟ ଇତିହାସରେ କ୍ରମାଗତ ଦୁଇ ଅଙ୍କ ବିଶିଷ୍ଟ ସ୍କୋର କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଳିକାରେ ପ୍ରଥମ ସ୍ଥାନରେ ରହିଛନ୍ତି।

ଟେଷ୍ଟ କ୍ରିକେଟରେ ସର୍ବାଧିକ ଲଗାତର ଦୁଇ ଅଙ୍କ ବିଶିଷ୍ଟ ଅତିକ୍ରମ କରିଥିବା ବ୍ୟାଟ୍ସମ୍ୟାନ

ରୋହିତ ଶର୍ମା -୩୦ ଥର
ମହେଲା ଜୟବର୍ଦ୍ଧନେ -୨୯ ଥର
ଲିଆ ହଟ୍ଟନ – ୨୫ ଥର
ରୋହନ କାନହାଇ – ୨୫ ଥର


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ...

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri