Posted inଖେଳ

ଲଜ୍ଜାଜନକ ରେକର୍ଡର ନିକଟତର ହିଟ୍‌ମ୍ୟାନ୍‌

ଇନ୍ଦୋର,୧୫।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଆକାଉଣ୍ଟ ଖୋଲିପାରି ନ ଥିଲେ। ପ୍ରଥମ ମ୍ୟାଚ୍‌ରେ ଶୂନ ସ୍କୋରରେ ଆଉଟ ହୋଇଥିବା ରୋହିତ ଦ୍ୱିତୀୟ ମ୍ୟାଚ୍‌ର ପ୍ରଥମ ବଲରେ କ୍ଲିନ୍‌ ବୋଲ୍ଡ ହୋଇଥିଲେ। ଆଫଗାନିସ୍ତାନର ଦ୍ରୁତ ବୋଲର ଫଜଲହକ ଫାରୁକି ତାଙ୍କ ଉଇକେଟ ନେଇଥିଲେ। ଫଳରେ ରୋହିତ ପୁଣି ଥରେ ବାମହାତୀ ଦ୍ରୁତ ବୋଲରଙ୍କ ଶିକାର ହୋଇଥିଲେ।
ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଟିମ ଇଣ୍ଡିଆକୁ ୧୭୩ ରନ୍‌ର ଟାର୍ଗେଟ ଦେଇଥିଲା ଏବଂ ଯଶସ୍ବୀ ଜୟସ୍ବାଲ ପ୍ରଥମ ବଲରେ ଚୌକା ମାରି ଆକ୍ରମଣାତ୍ମକ ଆରମ୍ଭ କରିଥିଲେ। ରୋହିତ ଏହି ଗତି ଜାରି ରଖିବାକୁ ଚାହୁଁଥିଲେ ଏବଂ ପ୍ରଥମ ବଲରେ ଏକ ବଡ ସଟ ଖେଳିବାକୁ ଚେଷ୍ଟା କରିଥିଲେ। ତେବେ ସେ ଏଥିରେ ସଫଳତା ପାଇପାରି ନ ଥିଲେ।
ରୋହିତ ପ୍ରଥମ ବଲରେ ଆଉଟ୍‌ ହୋଇ ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଥିଲେ। ଅନ୍ତର୍ଜାତୀୟ ଟି-୨୦ର ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଖେଳାଳି ତାଲିକାରେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେ ଅନ୍ତର୍ଜାତୀୟ ଟି-୨୦ରେ ୧୨ ଥର ପାଇଁ ଆକାଉଣ୍ଟ ଖୋଲିବାରେ ବିଫଳ ହୋଇଛନ୍ତି। ଏହି ପ୍ରସଙ୍ଗରେ ଆଫଗାନିସ୍ତାନର ପଲ ଷ୍ଟିରଲିଂ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ...

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ...

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri