ରାଇକିଆରେ ଭାଇଚାରାର ପର୍ବ ହୋଲି : ପରସ୍ପରକୁ ରଙ୍ଗ ଲଗାଇ ମିଠା ବାଣ୍ଟିଲେ

ରାଇକିଆ,୧୫।୩(ପ୍ରଦୀପ ବେହେରା): ହୋଲି ଅବସରରେ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ରଙ୍ଗର ଆସର ଦେଖିବାକୁ ମିଳିଛି। ଲୋକେ ପରସ୍ପରକୁ ରଙ୍ଗ ଲଗାଇ ମିଠା, ପଣା ବାଣ୍ଟି ଅଭିନନ୍ଦନ ଜଣାଇଛନ୍ତି। ପିଲାଠାରୁ ଯୁବକ, ଯୁବତୀ ସବୁ ପରସ୍ପରକୁ ରଙ୍ଗ ଲଗାଇ ଖୁସି ବାଣ୍ଟିଛନ୍ତି। ରାସାୟନିକ ରଙ୍ଗଠାରୁ ଦୂରରେ ରହି ପାରମ୍ପରିକ ଫଗୁ ଖେଳର ପ୍ରାଧାନ୍ୟ ଦେଉଥିବା ଦେଖିବାକୁ ମିଳିଥିଲା । ଭାଇଚାର ଏହି ପର୍ବକୁ ଚୁନପଲ୍ଲି ଛକରୁ ଆରମ୍ଭ କରି ବେରେଡାକିଆ ପର୍ଯ୍ୟନ୍ତ ଯୁବଗୋଷ୍ଠୀ ସ୍ଥାନେସ୍ଥାନେ ନାଚ ଗୀତର ତାଳତାଳେ ସହର ପରିକ୍ରମା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖାଇ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ...

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ...

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ...

ବିଦ୍ୟୁତ୍‌ ତାର ଚୋରି କରିବା ପଡ଼ିଲା ମହଙ୍ଗା

ଟିଟିଲାଗଡ଼୧୫।୩(ଶରତ ମିଶ୍ର): ବିଦ୍ୟୁତ୍‌ ତାର ଚୋରି କରିବା ଅଭିଯୋଗରେ ଟିଟିଲାଗଡ଼ ଥାନା ପୋଲିସ ଶନିବାର ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡିର ନିରାକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image