ନୂଆଦିଲ୍ଲୀ,୩୦।୧୨-ଆସନ୍ତା ୬ ମାସ ପାଇଁ ନାଗାଲାଣ୍ଡକୁ କେନ୍ଦ୍ର ସରକାର ଅଶାନ୍ତ ଅଞ୍ଚଳ ବୋଲି ଘୋଷଣା କରିଛନ୍ତି। ଏ ନେଇ ବୁଧବାର କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସଶସ୍ତ୍ର ବାହିନୀ (ସ୍ବତନ୍ତ୍ର ଶକ୍ତି) ଏଏଫଏସପି ଆଇନ ଏହି ସମୟ ମଧ୍ୟରେ ଲାଗୁ କରାଯିବ। ଏହି ଆଇନ ବଳରେ ସୁରକ୍ଷା କର୍ମୀ କୌଣସି ବ୍ୟକ୍ତିକୁ ବିନା ସୂଚନା ଦେଇ ଗିରଫ କରିପାରିବେ।
Union Home Ministry declares entire Nagaland as ‘disturbed area’ for 6 months under the Armed Forces (Special Powers) Act. pic.twitter.com/KcnAXhiZXS
— ANI (@ANI) December 30, 2020