୪ରୁ ହୋମ୍‌ ସପିଂ ସ୍ପ୍ରି ବୋନାଞ୍ଜା

ନୂଆଦିଲ୍ଲୀ,୩।୯ (ଅଭୟ ଦାଶ): ଦେଶର ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମ ଆମାଜନ.ଇନ୍‌ର ବହୁ ପ୍ରତୀକ୍ଷିତ ଅଫର(ସ୍କିମ) ‘ହୋମ୍‌ ସପିଂ ସ୍ପ୍ରି ବୋନାଞ୍ଜା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ସେପ୍ଟେମ୍ବର ୪ରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି, ଏହା ଜରିଆରେ ଗ୍ରାହକ ନିଜ ଘରକୁ ଏକ ଫେଷ୍ଟିଭାଲ ମେକ୍‌ ଓଭର ସହ ହୋମ୍‌, କିଚେନ୍‌ ଏବଂ ଆଉଟଡୋର ଭଳି ବିଭିନ୍ନ ପ୍ରଡକ୍ଟ ଉପରେ ଆକର୍ଷଣୀୟ ରିହାତି ମଧ୍ୟ ସାମିଲ ରହିଛି। ୨୦୨୪ସେପ୍ଟେମ୍ବର ୪ରୁ ୮ମଧ୍ୟରେ ଡାଶ, ବୋରୋସିଲ, ଫିଲିପ୍ସ, କୁବୋ, ସ୍କଚ୍‌-ବ୍ରିଟ୍‌, ଷ୍ଟ୍ରାଉସ୍‌ ଭଳି ଟପ୍‌ ବ୍ରାଣ୍ଡ୍‌ର ଆକର୍ଷଣୀୟ ଅଫର ଉପଲବ୍ଧ ରହିଛି। ଏହାବ୍ୟତୀତ ଗ୍ରାହକମାନେ ସର୍ବନିମ୍ନ ୧୫୦୦ ଟଙ୍କାର କିଣାକିଣି ଉପରେ ସର୍ବନିମ୍ନ ୪୦%ର ରିହାତି ଏବଂ ଅତିରିକ୍ତ ୩୦୦ ଟଙ୍କାର କ୍ୟାଶବ୍ୟାକ୍‌ ସୁବିଧା ମଧ୍ୟ ପାଇପାରିବେ। ସେହିଭଳି ଏଠାରେ ବିକ୍ରେତାଙ୍କ ଠାରୁ ବହୁତ ଭଲ ରିହାତି ସହିତ ଆମାଜନ.ଇନରେ କିଛି ଲୋକପ୍ରିୟ ହୋମ୍‌, କିଚେନ୍‌ ଏବଂ ଆଉଟଡୋର୍‌ ଉତ୍ପାଦ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri