ହୋଣ୍ଡାର ୩ୟ ଆସେମ୍ବ୍ଲି ଲାଇନ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୮।୧: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ଗୁଜରାଟସ୍ଥିତ ବିଠଲପୁରଠାରେ ଥିବା କମ୍ପାନୀର ୪ର୍ଥ ଦୁଇଚକିଆ କାରଖାନାଠାରେ ତୃତୀୟ ଆସେମ୍ବ୍ଲି ଲାଇନ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି ଉକ୍ତ କାରଖାନାର କ୍ଷମତା ୬.୫ ଲକ୍ଷ ୟୁନିଟ୍‌କୁ ବୃଦ୍ଧି ପାଇଛି। ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ସଭାପତି, ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ସୁସୁମୁ ଓଟାନି କହିଛନ୍ତି, ଗୁଜରାଟର ବିଠଲପୁରଠାରେ ଥିବା ଆମର କାରଖାନାରେ ନୂଆ ତୃତୀୟ ଆସେମ୍ବ୍ଲି ଲାଇନ୍‌କୁ ଉଦ୍‌ଘାଟନ କରିବା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି।

ଏପରିକି ଗ୍ରାହକମାନଙ୍କୁ ଶୀଘ୍ର ସେବା ଯୋଗାଇ ଦେବା ଲାଗି ଉକ୍ତ କ୍ଷମତା ସମ୍ପ୍ରସାରଣ କରାଯାଇଛି,ଏହା ହୋଣ୍ଡାର ମୋଟ ବାର୍ଷିକ ଉପତ୍ାଦନ କ୍ଷମତାରେ ଉଲ୍ଲେଖନୀୟ ଅଭିବୃଦ୍ଧି ଆଣିବ। ହୋଣ୍ଡାର ଗୁଜରାଟ କାରଖାନା ଦେଶ ଓ ରପ୍ତାନି ବଜାର ଲାଗି ସ୍କୁଟର ଉପତ୍ାଦନ କରୁଛି, ଯାହା କେବଳ ଭାରତ ନୁହେଁ ସାରା ବିଶ୍ୱର ସ୍କୁଟରୀକରଣ ଧାରାରେ ଅଗ୍ରଣୀ ଭୂମିକା ବଜାୟ ରଖିବାରେ ସହାୟକ ହୋଇଛି। ବିଠଲପୁର କାରଖାନାରେ ହୋଣ୍ଡାର ଆକ୍ଟିଭା, ଡିଓ, ଆକ୍ଟିଭା ୧୨୫ ଓ ଡିଓ ୧୨୫ ସ୍କୁଟର ନିର୍ମାଣ କରାଯାଉଛି। ଉକ୍ତ କାରଖାନାରେ ଏକ ଉତ୍ସର୍ଗୀକୃତ ଇଞ୍ଜିନ ଲାଇନ୍‌ ରହିଛି, ଯେଉଁଠାରେ ୨୫୦ସିସିରୁ ଅଧିକ କ୍ଷମତା ଇଞ୍ଜିନ ବିଶ୍ୱ ବଜାର ଲାଗି ପ୍ରସ୍ତୁତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...

ପ୍ରତାପ ଦେବଙ୍କ ଘରେ ବୈଠକକୁ ନେଇ ବଡ଼ ବୟାନ ଦେଲେ ଦେବୀ, କହିଲେ ସଭାପତି ବଛାଯିବ…

ଭୁବନେଶ୍ୱର,୧୨।୪: ବଡ଼ ଖବର। ନିର୍ବାଚନ ଅଧିକାରୀ ତଥା ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ବସିଛି ବଡ଼ ବୈଠକ। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ...

୬ ମ୍ୟାଚ୍‌ରୁ ୫ରେ ପରାଜୟ, IPL ପ୍ଲେଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଲା ଚେନ୍ନାଇ?କ’ଣ କହୁଛି…

ନୂଆଦିଲ୍ଲୀ,୧୨।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଏପର୍ଯ୍ୟନ୍ତ IPL ୨୦୨୫ ବହୁତ ଖରାପ ରହିଛି। ପ୍ରଥମ ୬ ମ୍ୟାଚ୍‌ରୁ ୫ରେ CSK ପରାଜିତ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image