ଆଜି ଅସହିଷ୍ଣୁ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ପ୍ରତିକୂଳତା ସୃଷ୍ଟିକରିବ। ପରିବାରରେ ମଧ୍ୟ ବିନା କାରଣରେ ଭୁଲ୍ ବୁଝାମଣାରୁ ଆପଣଙ୍କ ଉପରକୁ ଦୋଷ ଆସିପାରେ। ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ଅଯଥା ବାକ୍ ବିତଣ୍ଡା ସୃଷ୍ଟି ହେବାର ଆଶଙ୍କା ରହିଛି। ମାଲିମକଦ୍ଦମା ଓ କଚେରି ମାମଲା ତଥା ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ।