












ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ।
ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ।
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ଜନିତ ବୈଷୟିକ ସୁଖ, ସମୃଦ୍ଧିରୁ ଖୁସିରହିବେ। ଆଲୋଚନା...
ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା ଯୋଗୁ ଦ୍ୱିଜା ନକ୍ଷତ୍ର ଆନନ୍ଦିତ ହୋଇପାରନ୍ତି।...
ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ର ଆପଣଙ୍କ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ରକୁ ନିରୁପଦ୍ରବ କରି ରଖିବ। ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବଢ଼ିପାରେ।...
ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।...
ମେଷ ଆଜି ଭାଗ୍ୟସ୍ଥାନସ୍ଥ ଚନ୍ଦ୍ର ହେତୁ ସ୍ଥଗିତ କାମ ସମ୍ପନ୍ନ ସକାଶେ ତପ୍ତର ରହିବେ। ବନ୍ଧୁଙ୍କ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଅଧିକ...
ମେଷ ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ପ୍ରଶଂସିତ ହୋଇପାରନ୍ତି। ମଙ୍ଗଳଙ୍କ କୁପ୍ରଭାବରୁ ଦେହ ଖରାପ ରହିପାରେ। ଅଶ୍ୱିନୀ ନକ୍ଷତ୍ରର କାମ ଯଥା...
ମେଷ ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ...
ମେଷ ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ...