ଆଜିର କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଅଫିସ୍ କାମରେ ସାମାନ୍ୟ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫିୟତ୍ ଦେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ପାପଗ୍ରହ ମଧ୍ୟସ୍ଥ ଗୁରୁଙ୍କ ଯୋଗୁ ଆନୁଷ୍ଠାନିକ କାମରେ ବାଧାବିଘ୍ନ ଘଟିପାରେ।