କର୍ମକ୍ଷେତ୍ରର ବହୁବିଧ ସମସ୍ୟା ଲାଗିରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ ଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିବ।