ସକାଳୁ ସକାଳୁ ଶୁଭ ଖବର ପାଇ ମନୋବଳ ବୃଦ୍ଧି ପାଇବ। କିନ୍ତୁ ବନ୍ଧୁ ଗହଣରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଉପରିସ୍ଥଙ୍କ ତାଗିଦା ସତ୍ତ୍ୱେ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।