କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ। ଷଷ୍ଠାଧିପ କର୍ମସ୍ଥ ହେତୁ ଶ୍ରମଜନିତ କ୍ଳାନ୍ତିବୋଧ କରିବେ ଏବଂ କୌଣସି କାମ ଶୃଙ୍ଖଳିତ ହେବନାହିଁ। ପାଖ ପଡ଼ୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ। ବନ୍ଧୁଙ୍କ ସାହାଯ୍ୟରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ।