ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।