Categories: ଜାତୀୟ

ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ମୃତ

ଭୋପାଳ,୧।୮: ମଧ୍ୟପଦେଶ ଜବଲପୁର ସ୍ଥିତ ନ୍ୟୁଲାଇଫ୍‌ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ହସ୍ପିଟାଲରେ ରୋଗୀ ଏବଂ ସମ୍ପର୍କୀୟ ଫସିରହିଛନ୍ତି। ଖବରପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କାର୍ଯ୍ୟ ଜାରି ରଖିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇନାହିଁ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

Share