ପର୍ଯ୍ୟଟନଙ୍କୁ ଆକୃଷ୍ଟ ପାଇଁ ପ୍ରୟାସ: ଅଣ୍ଟା ଭିଡ଼ିଲା ହୋଟେଲ ଆସୋସିଏଶନ

ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍‌ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଅଗ୍ନି ନିରାପତ୍ତା, ସଦସ୍ୟତା ପଞ୍ଜିକରଣ, ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡିକର ଉନ୍ନତିକରଣ, ଏସଟିପି ପ୍ଲାଣ୍ଟ ସମେତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ସେହିପରି ଏହାର ସମାଧାନ ଦିଗ ଉପରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ପରେ ନୂତନ କର୍ମକର୍ତ୍ତା ଚୟନ ହୋଇଥିଲା। ଏଥିରେ ସର୍ବସମ୍ମତି କ୍ରମେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏସନର ନୂତନ ସଭାପତି ଭାବେ ଅଂଶୁମାନ ଦାସ, ଉପସଭାପତି ଭାବେ ହିମାଂଶୁ ବରାଡ଼, ସାଧାରଣ ସମ୍ପାଦକ ମହେଶ କୁମାର ଅଗ୍ରୱାଲ, ସହ ସମ୍ପାଦକ ସନ୍ତୋଷ କୁମାର ସାହୁ, କୋଷାଧ୍ୟକ୍ଷ ସୁବିର ଠାକୁର ପ୍ରମୁଖ ମନୋନୀତ ହୋଇଥିଲେ।

ସେହିପରି କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଭାବେ ପ୍ରଫୁଲ୍ଲ କୁମାର ପ୍ରଧାନ, ସୁଧୀର କୁମାର ପଟ୍ଟଯୋଶୀ, ତୁଷାର ରଞ୍ଜନ ପଟ୍ଟଯୋଶୀ, ପ୍ରମୋଦ କୁମାର ଖମାରୀ, ସତ୍ୟରଞ୍ଜନ ବେହେରା ପ୍ରମୁଖ ମନୋନୀତ ହୋଇଥିଲେ। ବୈଠକରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ମଧ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri