ନୂଆବର୍ଷ ପାଇଁ ଗାଇଡଲାଇନ: ରାତି ୧୨ଟା ୩୦ ପରେ ବନ୍ଦ ହୋଇଯିବ ହୋଟେଲ, ବାର

ଭୁବନେଶର,୨୬।୧୨: ଆଇ କେଇଟା ଦିନ ପରେ ବିଦାୟ ନେବ ୨୦୨୩। ଆରମ୍ଭ ହେବ ନୂଆବର୍ଷ ୨୦୨୪। ନୂଆ ବର୍ଷକୁ ଧୁମ ଧାମରେ ପାଳିବା ପାଇଁ ଏବେ ଠୁ ଯୁବପିଢି ପ୍ଲ୍‌ାନିଂ କରିସାରିଲେଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆବର୍ଷ ପାଇଁ କଟକଣା ଲାଗୁ କରିଛି କମିଶନରେଟ ପୋଲିସ । ବାର୍‌ ଓ ହୋଟେଲ ମାଲିକଙ୍କୁ ନେଇ ଡିସିପିଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ବୈଠକର ନୂଆବର୍ଷକୁ ନେଇ ଗାଇଡଲାଇନ ପ୍ରସ୍ତୁତ କରାଯାଇଛି।

ଗାଇଡଲାଇନ ଅନୁଯାୟୀ, ରାତି ୧୨ଟା ୩୦ ଯାଏ ବାର ଓ ହୋଟେଲ ଖୋଲା ରଖିବାକୁ
ଅନୁମତି ଦିଆଯାଇଛି। ହେଲେ ସମ୍ପୃକ୍ତ ହୋଟେଲର ମାଲିକମାନେ ରାତି ୧ଟା ୩୦ ପର୍ଯ୍ୟନ୍ତ
ଖୋଲିବା ପାଇଁ ଅନୁମତି ମାଗିଛନ୍ତି। ତେବେ ଏଥିପାଇଁ ସ୍ବତନ୍ତ୍ର ଅନୁମତି ନେବାକୁ ପଡିବ।
ସେହିପରି ହୋଟେଲ ଏବଂ ବାର ପକ୍ଷରୁ ପାର୍କିଂ ପାଇଁ ସତନ୍ତ୍ର ସିକ୍ୟୁରିଟି ବ୍ୟବସ୍ଥା ରହିବ। ଏଥିସହ ହୋଟେଲ କିମ୍ବା ବାର ଆସୁଥିବା ଲୋକ ଯେପରି ମାତ୍ରାଧିକ ମଦ୍ୟପାନ ନ କରନ୍ତି ସେଥିପାଇଁ ହୋଟେଲ ଓ ବାର୍‌ କର୍ତ୍ତୃପକ୍ଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ...

ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।...

ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି...

ଥରିଲା ମୋହନା, ହଠାତ୍‌ ଜୋର୍‌ରେ ଶବ୍ଦ ହେବାରୁ…

ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ...

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri