ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୯: ବିଧାନସଭା ଅଧିବେଶନର ମଙ୍ଗଳବାର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହୋହଲ୍ଲା କରିଥିଲେ । ଏମିତିକି ବାଚସ୍ପତିଙ୍କ ଆସନ ସମ୍ମୁଖରେ ଯାଇ ନାରାବାଜି ଦେଇଥିଲେ। ଫଳରେ ବାଚସ୍ପତି ଗୃହକୁ ୧୨ ଟା ଯାଏ ମୁଲତବୀ ରଖିଥିଲେ । ପରେ ୧୨ଟା ପରେ ମଧ୍ୟ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା । ପୁଣି ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ ରଖିଛିନ୍ତି ବାଚସ୍ପତି ।

Share