କିପରି ଜାଣିବେ ଆପଣ ମଧୁମେହ ରୋଗୀ କି ନୁହେଁ

ବିଶ୍ୱର ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ। ସେଥି ମଧ୍ୟରୁ ୫ ଭାଗ ଆମ ଭାରତୀୟ। ଯେଉଁମାନଙ୍କୁ ଏହି ରୋଗ ହେବାର ସମ୍ଭାବନା ଥାଏ ସେହିମାନଙ୍କ ଠାରେ ମଧ୍ୟ ଏହାର ଲକ୍ଷଣ ଦେଖାଯାଇଥାଏ। ତେବେ ଅନେକ ବ୍ୟକ୍ତି ଏହାର ଲକ୍ଷଣ ଜାଣିନଥିବାରୁ ଏହି ରୋଗ ସେହିମାନଙ୍କଠାରେ ଲୁକାୟିତ ହୋଇ ରହିଥାଏ। ଯାହାଫଳରେ ଏହା ଶରୀର ପାଇଁ ଅଧିକ କ୍ଷତିକାରକ ହୋଇଥାଏ।
ଏହା ୨ ପ୍ରକାର ହୋଇଥାଏ।
(୧) ଗେଷ୍ଟ୍ରୋନାଲ ମଧୁମେହ
(୨) ମଧୁମେହ
ଗେଷ୍ଟ୍ରୋନାଲ ମଧୁମେହ ଗର୍ଭାବସ୍ଥା ସମୟରେ ହୋଇଥାଏ ଯାହା ପିଲା ଜନ୍ମ ହେବା ମାତ୍ରେ ଆପେ ଆପେ କମ୍‌ ହୋଇଯାଏ।
ତେବେ ଆସନ୍ତୁ ଜାଣିବା ମଧୁମେହର ଲକ୍ଷଣ ସମ୍ପର୍କରେ

ଅଧିକ ମାତ୍ରାରେ ପାଣି ପିଇବା ସ୍ବାସ୍ଥ୍ୟ ପକ୍ଷେ ଲାଭଦାୟକ ହୋଇଥାଏ। ତେବେ ଏହା ପରେ ଯଦିଶୋଷ ହେଉଛି ଏହା ମଧୁମେହର ଲକ୍ଷଣ ହୋଇପାରେ।

ଅଧିକ ସମୟରେ ଭୋକ ଲାଗିବା ମଧ୍ୟ ମଧୁମେହର ଅନ୍ୟଏକ କାରଣ ହୋଇଥାଏ।

ଯଦି ବିନା କୌଣସି କାରଣରେ ଆପଣଙ୍କ ଓଜନ କମୁଥାଏ ତୁରନ୍ତ ଡାକ୍ତର ପରାମର୍ଶ ନିଅନ୍ତୁ କାରଣ ଏହା ମଧୁମେହର ଲକ୍ଷଣ ହୋଇପାରେ।

ଏହାର ପ୍ରଭାବ ଆଖି ଉପରେ ମଧ୍ୟ ପଡିଥାଏ ଯେଉଥିପାଇଁ ଆଖିର ଦୃଷ୍ଟି ଶକ୍ତି ମଧ୍ୟ କମ୍‌ ହୋଇଯାଏ। ତେଣୁ କିଛି ମାସ ଅନ୍ତରରେ ବ୍ଲଡ ଟେଷ୍ଟ କରିବା ଆବଶ୍ୟକ।

ମଧୁମେହ ରୋଗୀଙ୍କ ଦେହରେ ହୋଇଥିବା କ୍ଷତ ଶୀଘ୍ର ଶୁଖି ନଥାଏ।

ତେବେ ଏହି ସବୁ ଲକ୍ଷଣ ଦେଖିବା ମାତ୍ରେ ତୁରନ୍ତ ମଧୁମେହ ପରୀକ୍ଷା କରି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

ଶୀତଦିନେ କେମିତି ନେବେ କେଶର ଯତ୍ନ

ଶୀତଦିନେ ତ୍ୱଚା ଭଳି କେଶ ମଧ୍ୟ ରୁକ୍ଷ ହୋଇଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନେବାକୁ ହେବ। ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ… -କେଶକୁ...

ତରକାରିରେ ଲୁଣ ଅଧିକ ହୋଇଯାଇଥିଲେ.. ଆପଣାନ୍ତୁ ଏହି ଉପାୟ

– ତରକାରିରେ ଯଦି ଲୁଣ ଅଧିକ ହୋଇଯାଇଥାଏ ତେବେ ସେଥିରେ କଞ୍ଚାଆଳୁକୁ କାଟି ପକାଇ ଦିଅନ୍ତୁ। ତରକାରିର ମାତ୍ରା ଅନୁସାରେ ଆଳୁ ଖଣ୍ଡେ ଅବା ୨ଖଣ୍ଡ...

ଶରୀରରେ ଜଳୀୟ ଅଂଶ କମିଲେ ଦେଖାଦିଏ ଏସବୁ…

ବିଭିନ୍ନ କାରଣରୁ ଅନେକ ଲୋକଙ୍କର ପାଟିରେ ଘା’ ହୋଇଥାଏ। ବେଳେବେଳେ ଏହି ଘା’ ବଡ଼ ହୋଇ କ୍ୟାନ୍‌ସରର ରୂପେ ନିଏ। ସେଥିପାଇଁ ପାଟିରେ ଘା’ ହେଲେ...

ଖାଦ୍ୟରେ ଗ୍ଲାଇସିମିକ୍‌ ଇଣ୍ଡେକ୍ସ ଓ ଡାଇବେଟିସ୍‌ ନିୟନ୍ତ୍ରଣ

ତେବେ ଜି.ଆଇ. ମୂଲ୍ୟ ପ୍ରାୟତଃ ବ୍ୟବହୃତ ହୋଇ ଆସୁଥିଲେ ମଧ୍ୟ ବିଭିନ୍ନ ଖାଦ୍ୟଦ୍ରବ୍ୟରେ କାର୍ବୋହାଇଡ୍ରେଟ୍‌ର ପରିମାଣରେ ପରିଲକ୍ଷିତ ହୋଇଥାଏ ଖୁବ୍‌ ବିଭିନ୍ନତା। ତେଣୁ ରକ୍ତ ଗ୍ଲୁକୋଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri