କେମିତି ହେବ ଏଥର ବଜେଟ୍‌: ମୁଖ୍ୟମନ୍ତ୍ରୀ କଲେ ନିଜେ ଖୁଲାସା

ଭୁବନେଶ୍ୱର,୧୯।୬: ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଭାଜପା ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ଶପଥ ପାଠ ସରିବାର ଅଳ୍ପ ସମୟ ମଧ୍ୟରେ କେତେକ ପ୍ରମୁଖ ପ୍ରତିଶ୍ରୁତିକୁ ରାଜ୍ୟ କ୍ୟାବିନେଟ୍‌ରେ ମୋହର ଲାଗିଛି। ନିର୍ବାଚନ ପୂର୍ବରୁ ଲୋକଙ୍କ କଥା ଏବଂ ଦାବିକୁ ନେଇ ଭାଜପା ସଂକଳ୍ପ ପତ୍ର ପ୍ରସ୍ତୁତ କରିଥିଲା। ଅନୁରୂପ ଭାବେ ରାଜ୍ୟବାସୀଙ୍କ ପ୍ରସ୍ତାବକୁ ନେଇ ଆଗାମୀ ବଜେଟ ପ୍ରସ୍ତୁତ ହେବ। ଏଥିପାଇଁ ସର୍ବସାଧାରଣଙ୍କ ସକାଶେ ଏକ ୱେବସାଇଟ୍‌ ଖୋଲାଯିବ। ଲୋକେ ସେଥିରେ ସେମାନଙ୍କ ପ୍ରସ୍ତାବ ଦେବେ ଏବଂ ତାକୁ ନେଇ ଆଗାମୀ ବଜେଟ୍‌ ପ୍ରସ୍ତୁତ ହେବ। ଆଗାମୀ ୫୦ବର୍ଷକୁ ଲକ୍ଷ୍ୟ ରଖି ଏହି ୫ବର୍ଷ ଭିତରେ ରାଜ୍ୟରେ କାମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri